www.samajalive.in
Saturday, December 6, 2025
19.1 C
Bhubaneswar

ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସାମ୍ବାଦିକ ସଂଘର ଧାରଣା

ରାଜନଗର: କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ରାଜନଗର ସାମ୍ବାଦିକ ସଂଘ ପକ୍ଷରୁ ଧାରଣା ଦିଆଯାଇଛି। ସାତଭାୟାକୁ ସାମ୍ବାଦିକମାନଙ୍କୁ ଖବର ପରିବେଷଣ ପାଇଁ ଛଡ଼ାନଯିବା ପ୍ରତିବାଦରେ ଏହି ଧାରଣା ଦିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବାତ୍ୟା ଦାନା ପୂର୍ବରୁ ଓ ପରେ ସେଠାରେ ଥିବା ଗୋରୁଗାଈଙ୍କ ମୃତ୍ୟୁ ଘଟିଥିବାବେଳେ ଏନେଇ ଖବର ପରିବେଷଣ ପାଇଁ ବନ ବିଭାଗ ଅନୁମତି ଦେଉ ନ ଥିବା ସାମ୍ବାଦିକ ସଂଘ ପକ୍ଷରୁ ଅଭିଯୋଗ ହୋଇଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories