www.samajalive.in
Sunday, December 14, 2025
26.1 C
Bhubaneswar

ରଜନୀକାନ୍ତଙ୍କ ଫିଲ୍ମ ‘କାଲା’ର ଟିଜର୍‌ ରିଲିଜ୍‌

ନୂଆଦିଲ୍ଲୀ: ସୁପରଷ୍ଟାର ରଜନୀକାନ୍ତଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘କାଲା’ର ଟିଜର ରିଲିଜ୍‌ ହୋଇଛି। ଏହା ମାର୍ଚ୍ଚ ୧ରେ ମୁକ୍ତିଲାଭ କରିବାର ଥିଲା, ମାତ୍ର କାଞ୍ଚିପୀଠ ଶଙ୍କରାଚାର୍ଯ୍ୟ ଜୟେନ୍ଦ୍ର ସରସ୍ୱତୀଙ୍କ ନିଧନ ପରେ ତାଙ୍କୁ ସମ୍ମାନ ଜଣାଇ ଗୋଟିଏ ଦିନ ଘୁଞ୍ଚାଇ ଦିଆଯାଇଥିଲା। ଶୁକ୍ରବାର ରିଲିଜ୍‌ ହୋଇଥିବା ଏହି ଟିଜର ଏଯାବତ୍‌ ୪୭ ଲକ୍ଷରୁ ଅଧିକ ଥର ଲୋକେ ଦେଖିଲେଣି। ଉଲ୍ଲେଖ ଯେ, କାଲା ଆସନ୍ତା ଏପ୍ରିଲ ୨୭ରେ ମୁକ୍‌ିଲାଭ କରିବ। ଏଥିରେ ରଜନୀକାନ୍ତ ଏକ ଡନ୍‌ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ତାମିଲ ଭାଷାରେ ଏହି ଫିଲ୍ମ ନିର୍ମାଣ କରାଯାଇଛି।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories