www.samajalive.in
Monday, December 8, 2025
14.1 C
Bhubaneswar

ରାଜସ୍ଥାନ ବିଧାନସଭା ନିର୍ବାଚନ : ପ୍ରଚାର ଶେଷ, ଶନିବାର ଭୋଟ୍‌‌

ଜୟପୁର :  ରାଜସ୍ଥାନ ବିଧାନସଭା ନିର୍ବାଚନ ନିମନ୍ତେ ପ୍ରଚାର କାର୍ଯ୍ୟ ଗୁରୁବାର ଶେଷ ହୋଇଛି । ରାଜ୍ୟର ୨୦୦ଟି ଆସନ ମଧ୍ୟରୁ ୧୯୯ଟି ଆସନରେ ଶନିବାର ଭୋଟ୍‌‌ ଗ୍ରହଣ ହେବ । ଶ୍ରୀ ଗଙ୍ଗାନଗର ଆସନରେ କଂଗ୍ରେସ ପ୍ରାର୍ଥୀ ଗୁରୁମିତ ସିଂ କନୌରଙ୍କ ପରଲୋକ ଯୋଗୁଁ ସେଠାରେ ନିର୍ବାଚନ ସ୍ଥଗିତ ରଖାଯାଇଛି । ଶନିବାର ରାଜ୍ୟରେ ୫ କୋଟି ୨୫ ଲକ୍ଷ ଭୋଟର ମତଦାନ କରିବେ ।

ପ୍ରଚାରର ଶେଷଦିନରେ ବିଜେପି ଓ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରଚାର କରାଯାଇଥିଲା । ଇତିମଧ୍ୟରେ ନିର୍ବାଚନ କମିଶନ ପକ୍ଷରୁ ରାଜସ୍ଥାନ ବିଧାନସଭା ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୁଦ୍ଧରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ବିବାଦୀୟ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ତାଙ୍କୁ ନୋଟିସ ଜାରି କରାଯାଇଛି । ଆସନ୍ତାକାଲି ସୁଦ୍ଧା ଏହି ନୋଟିସ୍‌‌ର ଜବାବ
ଦେବାକୁ କମିଶନ ପକ୍ଷରୁ କୁହାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories