www.samajalive.in
Saturday, December 6, 2025
16.1 C
Bhubaneswar

ଭୟଙ୍କର କାର୍ ଦୁର୍ଘଟଣା: ଗୋଟିଏ ପରିବାରର ୫ ମୃତ

ନୂଆଦିଲ୍ଲୀ : ରାଜସ୍ଥାନ ଜାମଓ୍ବାରାମଗଡରେ ଭୟଙ୍କର ଦୁର୍ଘଟଣା ଘଟିଛି। କାର୍ ଦୁର୍ଘଟଣାରେ ଗୋଟିଏ ପରିବାରର ୫ ସଦସ୍ୟଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ରାଜସ୍ଥାନ ମନୋହରପୁର ଦୌସା ଜାତୀୟ ରାଜପଥରେ ଆଜି ସକାଳେ ଏକ ଟ୍ରଲର୍ ଦ୍ରୁତ ଗତିରେ ଆସୁଥିବାବେଳେ ଏକ କାର୍ କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକମାନେ ମନ୍ଦିର ଦର୍ଶନ ପାଇଁ ଯାଉଥିବାବେଳେ ଏଭଳି ଅଘଟଣ ଘଟିଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories