www.samajalive.in
Saturday, December 6, 2025
16.1 C
Bhubaneswar

କଣ୍ଟେନର୍‌-ଭ୍ୟାନ୍ ଧକ୍କା, ୧୦ ମୃତ

ନୂଆଦିଲ୍ଲୀ : ଏମିତି ବି ଆମେ ମୃତ୍ୟୁ। ରାଜସ୍ଥାନର ଦୌସା ମନୋହରପୁର  ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ପିକଅପ୍ ଭ୍ୟାନ୍ ଏବଂ କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୭ ଜଣ ଶିଶୁଙ୍କ ସମେତ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଥିବା ଜଣାପଡିଛି। ୨୨ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ରାଜସ୍ଥାନର ପ୍ରସିଦ୍ଧ ଖାଟୁଶ୍ୟାମ ମନ୍ଦିରରୁ ଦର୍ଶନ ସାରା ଫେରୁଥିବାବେଳେ ପିକଅପ୍ ଭ୍ୟାନଟି ଛିଡା ହୋଇଥିବା ଏକ କଣ୍ଟେନରକୁ ଧକ୍କା ଦେଇଥିଲା। ପରେ ଖବର ପାଇ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories