www.samajalive.in
Saturday, December 6, 2025
26.1 C
Bhubaneswar

ରାଜସ୍ଥାନ: କଂଗ୍ରେସର ଦ୍ୱିତୀୟ ପ୍ରାର୍ଥୀ ତାଲିକାକୁ ନେଇ ବଢିଲା ଅସନ୍ତୋଷ: ସିଇସି ବୈଠକରେ ସାମିଲ ହେବେ ରାହୁଲ

ନୂଆଦିଲ୍ଲୀ: ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବା ପରେ ଅସନ୍ତୁଷ୍ଟ କଂଗ୍ରେସ ପ୍ରାର୍ଥୀ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ଘର ସମ୍ମୁଖରେ ଧାରଣା ଦେଇଛନ୍ତି।
ଶୁକ୍ରବାର ସନ୍ଧ୍ୟାରେ ରାହୁଲ ସିଇସି ବୈଠକରେ ସାମିଲ ହେବେ। ବୈଠକରେ ସାମିଲ ହେବାକୁ ରାହୁଲଙ୍କ ମଧ୍ୟପ୍ରଦେଶରେ ଅନୁଷ୍ଠିତ ହେବାକୁ ଥିବା ଶାହଡୋଲ ସ୍ଥିତ ରୋଡ଼ ଶୋକୁ ବାତିଲ କରାଯାଇଛି। ମିଳିଥିବା ସୂଚନା ମୁତାବକ ରାହୁଲ ଗାନ୍ଧି ରାଜସ୍ଥାନ ନିର୍ବାଚନ ଉପରେ ନଜର ରଖିଥିବାବେଳେ ଅସନ୍ତୁଷ୍ଟଙ୍କୁ ସନ୍ତୁଷ୍ଟ କରିବା ପାଇଁ ଖୁବ୍‍ ଶୀଘ୍ର କଂଗ୍ରେସ ତୃତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିବା ସମ୍ଭାବନାକୁ ନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories