www.samajalive.in
Tuesday, December 9, 2025
26.1 C
Bhubaneswar

୨୦୦୮ ଜୟପୁର ବିସ୍ଫୋରଣର ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଡେସ୍କ: ରାଜସ୍ଥାନ ହାଇକୋର୍ଟ ଆଜି ୨୦୦୮ ସିରିଏଲ ଜୟପୁର ବିସ୍ଫୋରଣ ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଏହି ବିସ୍ଫୋରଣରେ ୭୧ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ୧୮୦ରୁ ଅଧିକ ଆହତ ହୋଇଥିଲେ। ଏକ ଟ୍ରାଏଲ କୋର୍ଟ ଦ୍ୱାରା ଅଭିଯୁକ୍ତମାନଙ୍କୁ ମୃତ୍ୟୁଦଣ୍ଡାଦେଶ ଦିଆଯିବାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା।

ଜଷ୍ଟିସ ପଙ୍କଜ ଭଣ୍ଡାରୀ ଏବଂ ସମୀର ଜୈନଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି। ୨୦୦୮ ମେ ୧୩ରେ ଜୟପୁରରେ ଅନେକ ବିସ୍ଫୋରଣ ଘଟିଥିଲା। ସନ୍ଧ୍ୟାରେ ହୋଇଥିବା ବିସ୍ଫୋରଣରେ ୭୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୮୫ ଜଣ ଆହତ ହୋଇଥଲେ। ରାମଚନ୍ଦ୍ର ମନ୍ଦିର ନିକଟରେ ଗୋଟିଏ ଜୀବନ୍ତ ବୋମା ଉଦ୍ଧାର କରାଯାଇଥିଲା ଯାହା ଏକ ବୋମା ନିଷ୍କ୍ରିୟ ସ୍କ୍ୱାର୍ଡ ଦ୍ୱାରା ନିଷ୍କ୍ରିୟ କରାଯାଇଥିଲା।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories