www.samajalive.in
Saturday, December 6, 2025
26.1 C
Bhubaneswar

ଶପଥ ନେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା

ଜୟପୁର : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶୁକ୍ରବାର ଭଜନଲାଲ ଶର୍ମା ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ କଲରାଜ ମିଶ୍ର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ରହିଛନ୍ତି। ଗୃହ ମନ୍ତ୍ରୀ ଅମିତ ଶାହା,ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାମିଲ ରହିଛନ୍ତି। ଅନ୍ୟ ବିଶିଷ୍ଟ ବ୍ୟକ୍ତି ମଧ୍ୟ ସାମିଲ ରହିଛନ୍ତି। ପ୍ରେମଚନ୍ଦ୍ର ବୈରୱା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

 

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories