www.samajalive.in
Monday, December 8, 2025
20.1 C
Bhubaneswar

ରାଜସ୍ଥାନରେ ଟିକାକରଣ ବାଧ୍ୟତାମୂଳକ

ନୂଆଦିଲ୍ଲୀ: ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜସ୍ଥାନ ସରକାରଙ୍କ ବଡ଼ ନିଷ୍ପତ୍ତି । ଏଣିକି ରାଜ୍ୟରେ ଟିକାକରଣକୁ ବାଧ୍ୟତାମୂଳକ କରିଛନ୍ତି ରାଜସ୍ଥାନ ସରକାର । ଦେଶର ୧୭ ରାଜ୍ୟ ସହ ରାଜସ୍ଥାନରେ ବି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ରାଜସ୍ଥାନରେ ଏଯାଏ ୨୨ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହଲେଣି । ଫଳରେ ସରକାର ରାଜସ୍ଥାନରେ ଟକାକରଣକୁ ବାଧ୍ୟତାମୂଳକ କରିବା ସହ ନାଇଟ୍‍ କର୍ଫ୍ୟୁ ଓ ମାସ୍କ ପରିଧାନ ଉପରେ ଗୁରୁତ୍ୱ ଦେଇଛନ୍ତି ।

ରାଜସ୍ଥାନରେ ରାତି ୧୧ଟାରୁ ସକାଳ ୫ଟା ପର୍ୟ୍ୟନ୍ତ ନାଇଟ୍‍ କର୍ଫ୍ୟୁ ପାଳନ କରାଯିବ ।କୋଭିଡ-୧୯ ପରିସ୍ଥିତିର ସମୀକ୍ଷା ପାଇଁ ଏକ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିପରି ପରିସ୍ଥିତିରେ ଟିକାକରଣ କରିବାକୁ କେହି ମନା କରିପାରିବେ ନାହିଁ । କୌଣସି ବ୍ୟକ୍ତି ଯଦି ଟିକା ନେବାକୁ ମନା କରନ୍ତି ତେବେ ତାଙ୍କୁ ସରକାରୀ ଯୋଜନାର ଲାଭରୁ ବଞ୍ଚିତ ରଖିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories