www.samajalive.in
Sunday, December 7, 2025
26.1 C
Bhubaneswar

କଂଗ୍ରେସକୁ ଆଉ ଏକ ଝଟ୍‌କା, ଦଳ ଛାଡ଼ିଲେ ରଜତ ଚୌଧୁରୀ

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗି ଚାଲିଛି। ବହୁ ନେତା ଓ କର୍ମୀ ଲଗାତର ଦଳ ଛାଡ଼ୁଛନ୍ତି। ଇତି ମଧ୍ୟରେ ଦଳକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପିସିସି ଉପସଭାପତି ରଜତ ଚୌଧୁରୀ ଦଳରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ନିଜ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, ପିସିସି ଉପସଭାପତି ଥିବା ରଜତ ଚୌଧୁରୀ ଯୁବ କଂଗ୍ରେସର ସଭାପତି ମଧ୍ୟ ଥିଲେ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories