www.samajalive.in
Monday, December 15, 2025
26.1 C
Bhubaneswar

ନୂଆପଡାର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ; ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର : ବିଜୁ ଜନତା ଦଳର ବରିଷ୍ଠ ରାଜନେତା, ନୂଆପଡାର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକରେ ସୋମବାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

- Advertisement -

ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି । ୬୯ବର୍ଷେ ବୟସରେ ଚେନ୍ନାଇରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଦେହାନ୍ତ ହୋଇଥିବା ସୂଚନା ମିଳିଛି । ହୃଦଘାତର ଶିକାର ହୋଇ ଚେନ୍ନାଇରେ ଚିକିତ୍ସିତ ହେଉଥିଲେ । ତେବେ ବର୍ତ୍ତମାନ ତାଙ୍କ ପାର୍ଥୀବ ଶରୀରକୁ ଚେନ୍ନାଇରୁ ଓଡ଼ିଶାକୁ ଅଣାଯାଉଛି । ନୂଆପଡା ଆସନରୁ ୪ଥର ବିଧାୟକ ହୋଇଥିଲେ ରାଜେନ୍ଦ୍ର ଢୋଲକିଆ।

୧୫ ସେପ୍ଟେମ୍ବର ପରେ ଏହି ୪ ରାଶିଙ୍କ ପାଇଁ ଆସୁଛି ବଡ ଖୁସି ; ଶୁକ୍ର ଚଳନ ପରେ ହେବେ ହଠାତ୍‌ ଧନୀ, ମିଳିବ ସଫଳତା..

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories