www.samajalive.in
Sunday, December 14, 2025
26.1 C
Bhubaneswar

ରାଜେଶ୍ ପାଟିଲ୍‌ ବିଏମ୍‌ସି କମିଶନର

ଭୁବନେଶ୍ଵର: ବଦଳିଲେ ଭୁବନେଶ୍ବର ମହାନଗର ନିଗମ କମିଶନର। ରାଜେଶ୍ ପ୍ରଭାକର ପାଟିଲ୍ ନୂଆ ବିଏମସି କମିଶନର ହୋଇଛନ୍ତି। ଜିଏ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୦୫ ବ୍ୟାଚ୍‌ର ଆଇଏଏସ୍ ଅଫିସର ହେଉଛନ୍ତି ରାଜେଶ ପ୍ରଭାକର ପାଟିଲ। ବର୍ତ୍ତମାନର ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ ଛୁଟିରେ ଯିବେ ।  ଏକ ମାସ ଛୁଟି ପାଇଁ କମିଶନର୍ କୁଲାଙ୍ଗେ ଆବେଦନ କରିଥିଲେ।  ତାଙ୍କ ଆବେଦନକୁ ମଞ୍ଜୁରି ମିଳିବା ପରେ ଆଜିଠାରୁ(ଶନିବାର) ସେ ଛୁଟିରେ ଯିବେ। ଛୁଟିରୁ ଫେରିବା ପରେ କୁଲାଙ୍ଗେଙ୍କୁ ନୂଆ ନିଯୁକ୍ତି ମିଳିବା ନେଇ ଜିଏ ପ୪ରୁ ସୂଚନା ମିଳିଛି।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories