www.samajalive.in
Sunday, December 14, 2025
26.1 C
Bhubaneswar

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଯୁବକଙ୍କ ମୃତ୍ୟୁ

ରାଜଗାଙ୍ଗପୁର: ଅଲଣ୍ଡା ପଞ୍ଚାୟତ ଗରିଆମାଲ ଗାଁରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ଯୁବକ ଦୁଇଜଣ ଗାଁ ପୋଖରୀ ନିକଟରେ ହକି ଖେଳି ଫେରିବା ବେଳେ ଏହି ଅଘଟଣ ଘଟିଥିବା କୁହାଯାଉଛି । ସୂଚନା ଅନୁଯାୟୀ ଉକ୍ତ ଯୁବକ ଦୁଇଜଣ ଗାଁ ପୋଖରୀ ନିକଟରେ ହକି ଖେଳୁଥିଲେ । ଖେଳିସାରିବା ପରେ ନିକଟରେ ପଡ଼ିଥିବା ଏକ ପୋଲକୁ ଉଠାଇବାକୁ ଚେଷ୍ଟା କରିଥିଲେ । ପୋଲଟିକୁ ଉଠାଇବା ବେଳେ ସେମାନେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିଲେ । ପରେ ପରେ ତାଙ୍କୁ ଉଦ୍ଧାର କରାଯାଇ ରାଜଗାଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories