www.samajalive.in
Saturday, December 6, 2025
26.1 C
Bhubaneswar

ସାନ ଭାଇର କଟୁରୀ ଚୋଟରେ ବଡ଼ ଭାଇର ମୃତ୍ୟୁ 

ରାଜଗାଙ୍ଗପୁର : ସାନ ଭାଇର କଟୁରୀ ଚୋଟରେ ବଡ ଭାଇର ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ରାଜଗାଙ୍ଗପୁର ଲାଞ୍ଜିବେର୍ଣା ଫାଣ୍ଡି ଅନ୍ତର୍ଗତ ଜ୍ଞାନପାଲି ଗ୍ରାମରେ । ମୃତକ ହେଲେ ଫୁଲଜେମ୍ସ ଲାକ୍ରା (୪୩ )। ପାରିବାରିକ ସମସ୍ୟା ନେଇ ଗତ ରାତ୍ରୀରେ ଦୁଇ ଭାଇଙ୍କ ଭିତରେ କଳହ ହେବାରୁ ସାନ ଭାଇ କଟୁରୀ ଚୋଟରେ ଘଟଣା ସ୍ଥଳରେ ବଡ଼ ଭାଇ ଫୁଲଜେମ୍ସ ଲାକ୍ରାଙ୍କ ମୃତ୍ୟୁ ହୋଇଥିଲା। ହତ୍ୟାକାରୀ ସାନ ଭାଇ ହିଲାରୁଷ ଲାକ୍ରା ପୁଲିସ ନିକଟରେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି । ରାଜଗାଙ୍ଗପୁର ପୁଲିସ ଘଟଣା ସ୍ଥଳରେ ପହଂଚି ମାମଲାର ତଦନ୍ତ କରୁଛି ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories