www.samajalive.in
Tuesday, November 18, 2025
27.1 C
Bhubaneswar

ହସ୍ପିଟାଲରେ ଭର୍ତ୍ତି ହେଲେ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ

ନୂଆଦିଲ୍ଲୀ : ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି। ପେଟରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ସୋମବାର ବିଳମ୍ବିତ ରାତିରେ ତାଙ୍କୁ ଚେନ୍ନାଇର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
ରଜନୀକାନ୍ତ ଅସୁସ୍ଥ ହେବା ଖବର ସାମ୍ନାକୁ ଆସିବା ପରେ ସାମାଜିକ ଗଣମାଧ୍ୟମରେ ପ୍ରଶଂସକ ଗଭୀର ଦୁଃଖ ପ୍ରକାଶ କରିବା ସହ ଶୀଘ୍ର ଆରୋଗ୍ୟ ହେବା ପାଇଁ କାମନା କରିଛନ୍ତି।

ଆଉ ମାତ୍ର ୪୮ ଘଣ୍ଟା ; ଏହି ୪ ରାଶିଙ୍କର ଜୀବନରେ ହେବ ବଡ ପରିବର୍ତ୍ତନ..

- Advertisement -

ରଜନୀକାନ୍ତ ନିକଟରେ ୨ଟି ବଡ ଫିଲ୍ମରେ କାମ କରୁଛନ୍ତି। ଲୋକେଶ କଙ୍ଗରାଜଙ୍କ ଫିଲ୍ମ ‘କୁଲି’। ଜୁଲାଇରେ ହାଇଦ୍ରାବାଦରେ ଏହି ଫିଲ୍ମର ସୁଟିଂ ଆରମ୍ଭ ହୋଇଥିଲା। ରଜନୀକାନ୍ତଙ୍କ ତାମିଲି ଫିଲ୍ମ ‘ଭେଟ୍ଟିୟାନ’ ୧୦ ଅକ୍ଟୋବରରେ ରିଲିଜ୍‌ ହେବାକୁ ଯାଉଛି।
ରଜନୀକାନ୍ତ ଫିଲ୍ମର ସୁଟିଂ ପରେ କିଛି ଦିନ ପୂର୍ବରୁ ଚେନ୍ନାଇ ଫେରି ଆସିଥିଲେ।

ଥଲାଇବା ରଜନୀକାନ୍ତ ତାଙ୍କ କ୍ୟାରିୟରରେ ଅନେକ ହିଟ୍‌  ଚଳଚ୍ଚିତ୍ର ଦେଇଛନ୍ତି ଏବଂ ଆଜି ପର୍ଯ୍ୟନ୍ତ ତାଙ୍କର ହିରୋ ଭାବମୂର୍ତ୍ତି କମ୍‌ ହୋଇ ନାହିଁ । ତାଙ୍କର ଅଭିନୟ, ସଂଳାପ ଏବଂ ଶୈଳୀ ତାଙ୍କୁ ଏକ ଭିନ୍ନ ପରିଚୟ ଦେଇଛି। ଦକ୍ଷିଣ ତଥା ବଲିଉଡରେ ମଧ୍ୟ ରଜନୀକାନ୍ତଙ୍କ ପ୍ରଶଂସକ ତାଲିକା ଖୁବ୍‌ ଅଧିକ।

Hot this week

ଏକ୍ସ ଓ ଚାଟ୍‌ଜିପିଟି ସର୍ଭର ଡାଉନ୍

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଏବଂ ଚାଟ୍ ଜିପିଟି ସର୍ଭର...

ବିମାନ ୩ ଘଣ୍ଟା ବିଳମ୍ବ, ପୁଣେ ବିମାନବନ୍ଦରରେ ତିକ୍ତତା

ପୁଣେ, ୧୮ା୧୧: ପୁଣେ ବିମାନବନ୍ଦରରେ ମଙ୍ଗଳବାର ଇଣ୍ଡିଗୋର ପୁଣେ-ଦିଲ୍ଲୀ ବିମାନ(୬ଇ ୬୭୬୩)...

ମୃତଦେହ ଝୁଣି ଖାଉଛି କୁକୁର

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ମଣିଷ ଶରୀରକୁ ଝୁଣି ଖାଉଛି କୁକୁର। ବିଲ...

ଗୁରୁବାର ଶପଥ ନେବେ ନୀତିଶ

ସମାଜ ଲାଇଭ ଡ଼େସ୍କ : ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ...

୫୦ କୋଟିରେ ତିଆରି ହେଲା ମୁଖ୍ୟାଳୟ, ବୈଠକ ଗୃହ କରିବାକୁ ଭୁଲିଗଲେ

ସମାଜଲାଇଭ ଡେସ୍କ: ୫୦ କୋଟି ଖର୍ଚ୍ଚ କରି ମୁଖ୍ୟାଳୟ ତିଆରି କଲେ।...

Related Articles

Popular Categories