ଆଳି: ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିବାବେଳେ ଏଥିରେ ୩ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାଜକନିକା ଥାନା ମାଟିଆ ଗାଁରେ ଜମି ବିବାଦରୁ ଗଣ୍ଡଗୋଳ ହୋଇଥିବା ଜଣାପଡ଼ିଛି। ଏହି ଗଣ୍ଡଗୋଳରେ ଗୋଟିଏ ପକ୍ଷରୁ ଦମ୍ପତି ଗୁରୁତର ହୋଇଥିବାବେଳେ ଅନ୍ୟ ପକ୍ଷର ଜଣେ ଆହତ ହୋଇଛନ୍ତି। ରାଜକନିକା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବା ସହ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।
Popular Categories



