www.samajalive.in
Tuesday, December 9, 2025
17.1 C
Bhubaneswar

ରାଜନଗର ବାଲିଯାତ୍ରା ଉଦଯାପିତ

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ରାଜନଗର ଗ୍ରାମରେ ବୋଇତ ବନ୍ଦାଣ ଅବସରରେ ଚାଲିଥିବା ୫ ଦିନିଆ ବାଲିଯାତ୍ରାର ଆଜି ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇ ରାଜନଗରବାସୀଙ୍କ ଏହି ମହତ ଉଦ୍ୟମକୁ ଭୂୟସୀ ପ୍ରଶଂସା କରିଛନ୍ତି। କାର୍ଯ୍ୟକ୍ରମରେ ବାଲିଯାତ୍ରା କମିଟିର ସଭାପତି ତୃପ୍ତି ରଞ୍ଜନ ସିଂହ, ସମ୍ପାଦକ ବସନ୍ତ କୁମାର ମିଶ୍ରଙ୍କ ଉପସ୍ଥିତିରେ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ପୂର୍ବତନ ବିଧାୟକ ନାଏକ ଏବଂ ବାଲିଯାତ୍ରା କମିଟିର ସମସ୍ତ ସଦସ୍ୟମାନେ ମୀନାବଜାର ବୁଲାବୁଲି କରିଥିଲେ । ମୀନାବଜାରରେ ମୁଖ୍ୟ ଅତିଥି ମଥୁରା କେକ ଖାଇଥିଲେ। ଉଦଯାପନୀ ଉତ୍ସବରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories