www.samajalive.in
Saturday, December 6, 2025
23.1 C
Bhubaneswar

ଅଗ୍ନିକାଣ୍ଡରେ ଦୁଇବଖରା ଭସ୍ମୀଭୂତ, ଦୁଇ ଗୋରୁ ଜୀବନ୍ତ ଦଗ୍ଧ

ରାଜନଗର: ରାଜନଗର ବ୍ଲକ ହାତିନା ପଞ୍ଚାୟତ ଏଣ୍ଡୁଳାପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଦୁଇବଖରା ଘର ଜଳି ପାଉଁଶ ହୋଇଯାଇଛି। ଏଥିସହ ବଖରାଏ ଗୁହାଳ ଘର ପୋଡ଼ିଯାଇଛି। ଫଳରେ ଦୁଇଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories