www.samajalive.in
Sunday, December 14, 2025
26.1 C
Bhubaneswar

ବନ୍ଧୁକଧାରୀ ଯୁବକଙ୍କ ଦୌରାତ୍ମ୍ୟ

ରାଜନଗର : ରାଜନଗର ବ୍ଲକ ଗୁପ୍ତିଠାରେ ଜଣେ ଅଜଣା ଯୁବକ ଏକ ବନ୍ଧୁକ ଧରି ବଙ୍ଗଳା ଭାଷାରେ ଗାଳିଗୁଲଜ କରୁଥିବା ଦେଖିବାକୁ ମିଳିଛି। ଯୁବକଟି ମଦ୍ୟପାନ କରିଥିବାରୁ ଓ ବନ୍ଧୁକ ଧରି ଥିବାରୁ ଲୋକମାନେ ଭୟଭୀତ ହୋଇଯାଇଥିଲେ। ଯୁବକଟି ବିଷୟରେ ସ୍ଥାନୀୟ ଲୋକମାନେ କିଛି କହିପାରୁ ନାହାଁନ୍ତି। ଉକ୍ତ ଯୁବକକୁ ଅଟକ ରଖାଯାଇ ପୁଲିସକୁ ଖବର ଦିଆଯାଇଛି।

ରାଜଧାନୀରେ ବ୍ୟାପୁଛି ବାର୍ଡ ଫ୍ଲୁ; ଆଜି ଠାରୁ ଚିଡିଆଖାନା ବନ୍ଦ, ଜାଣନ୍ତୁ ମଣିଷ ପାଇଁ କେତେ କ୍ଷତିକାରକ

ଆଧାରକୁ ନେଇ ଆସିଲା ବଡ ଅପଡେଟ୍‌, ଜାଣନ୍ତୁ କ’ଣ କ’ଣ ବଦଳିବ..

- Advertisement -

ସିଂହ ରାଶିରେ ତ୍ରିଗ୍ରହୀ ପୁଣି ବୁଦ୍ଧାଦିତ୍ୟ ରାଜଯୋଗ; ଏହି ରାଶିଙ୍କୁ ଧନ ଠାରୁ ଆରମ୍ଭ କରି ପ୍ରେମରେ ମିଳିବ ସଫଳତା..

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories