ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନରେ ଗୋଟିଏ ଜଙ୍ଗଲି ବାରହାକୁ ପ୍ରାୟ ୨୦ଫୁଟ ଲମ୍ବର ଏକ ବଉଳା କୁମ୍ଭୀର ଶିକାର କରିବା ଘଟଣା ଚର୍ଚ୍ଚାକୁ ଖୋରାକ ଯୋଗାଇଛି। ତାଳ ଚୁଆ ପଞ୍ଚାୟତ ରାଜେନ୍ଦ୍ରନଗର ଗାଁ ନିକଟବର୍ତ୍ତୀ ଜଙ୍ଗଲରେ ଏହି ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ।
Popular Categories



