www.samajalive.in
Monday, December 15, 2025
14.1 C
Bhubaneswar

ରାଜନଗରରେ ଦଶମ ଶ୍ରେଣୀ ଛାତ୍ରୀ ଗଣଦୁଷ୍କର୍ମ ମାମଲା ; ଆଉ ୪ ଜଣ ଗିରଫ

କେନ୍ଦ୍ରାପଡା : ରାଜନଗରରେ ଦଶମ ଶ୍ରେଣୀ ଛାତ୍ରୀ ଗଣଦୁଷ୍କର୍ମ ମାମଲାରେ ବୁଧବାର ଆଉ ୪ ଜଣ ଗିରଫ ହୋଇଛନ୍ତି । ଆଉ ୪ ଜଣଙ୍କୁ ରାଜନଗର ପୁଲିସ ଗିରଫ କରିଛି । ଗତକାଲି ପିଉସା ଗିରଫ ପରେ ଆଉ ୪ ଜଣଙ୍କୁ ଗିରଫ କରି ପୁଲିସ ପଚରାଉଚରା କରୁଛି ।
ରାଜନଗର ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଥିଲା। ରାଖୀ ପୂର୍ଣ୍ଣିମାରେ ଏଭଳି ଅଘଟଣ ଘଟିଥିବା ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଏତଲା ଦିଆଯାଇଥିଲା। ତେବେ ଏହି ଗଣଦୁଷ୍କର୍ମ ଘଟଣାରେ ଛାତ୍ରୀଙ୍କ ପିଉସାଙ୍କ ସମ୍ପୃକ୍ତି ଥିବା ସୂଚନା ମିଳିଥିଲା। ତେଣୁ ପୁଲିସ୍ ଏହି ଘଟଣାରେ ପ୍ରଥମେ ୫ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଥିଲା। । ଅଟକ ବ୍ୟକ୍ତିଙ୍କ ମଧ୍ୟରୁ ୪ ଜଣ ପଟ୍ଟାମୁଣ୍ଡାଇ ଅଞ୍ଚଳର ବୋଲି ଜଣାପଡିଥିଲା।

ଏହି ୫ ରାଶି ପାଇଁ ବଡ ଖୁସି ନେଇ ଆସୁଛି ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ; ମିଳିବ ଧନ ସହ ଚାକିରି..

ବର୍ବରତାର ସୀମା ପାର୍‌ ; ଶାଶୁକୁ ହତ୍ୟା ପରେ ୧୯ ଖଣ୍ଡ କଲା ଡାକ୍ତର ଜ୍ୱାଇଁ..

- Advertisement -

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories