www.samajalive.in
Wednesday, December 10, 2025
14.1 C
Bhubaneswar

ଭଦ୍ରକରେ ରାଜନାଥ: ଇରମ ସ୍ମୃତିପୀଠରେ ମାଲ୍ୟାର୍ପଣ କଲେ, ଭଦ୍ରକାଳୀଙ୍କୁ ଦର୍ଶନ କଲେ

ଭୁବନେଶ୍ଵର: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂ ରବିବାର ଓଡ଼ିଶା ଗସ୍ତରେ ଆସି ଭଦ୍ରକରେ ପହଞ୍ଚିଛନ୍ତି। ଅପରାହ୍ନରେ ସେ ଭଦ୍ରକରେ ପହଞ୍ଚିବା ପରେ ଇରମ ଶହୀଦ ସ୍ମୃତିପୀଠରେ ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହି ଅବସରରେ ସେ ଭଦ୍ରକର ପ୍ରତିଷ୍ଠିତ ଠାକୁରାଣୀ ମା’ ଭଦ୍ରକାଳୀଙ୍କ ଦର୍ଶନ କରିଛନ୍ତି। ପରେ ରାଣୀତାଲଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ସେଠାରେ ସେ ଦଳର ବୁଥ ସ୍ତରୀୟ କର୍ମୀମାନଙ୍କୁ ଉଦବୋଧନ ଦେବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମ ଯୋଗଦେଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories