www.samajalive.in
Friday, December 5, 2025
23.1 C
Bhubaneswar

ଶ୍ରୀଜିଉଙ୍କ ଦର୍ଶନ କଲେ ରାଜନାଥ ସିଂହ ଓ ଅଶ୍ୱିନୀ ବୈଷ୍ଣବ

ପୁରୀ: ପୁରୀରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ପୁରୀ ସାଂସଦ ସମ୍ବିତ ପାତ୍ର । ସକାଳ ୧୧ଟାରେ ପୁରୀରେ ପହଂଚିବା ପରେ ବଡଦାଣ୍ଡରେ ଥିବା ଗରୁଡ ସ୍ତମ୍ଭରେ ପ୍ରଣାମ କରିଥିଲେ। ଏହାପରେ ରତ୍ନସିଂହାସନରେ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇ ଶ୍ରୀମନ୍ଦିର ବେଢା ପରିକ୍ରମା କରି ପାଶ୍ୱର୍ଦେବତାଙ୍କୁ ଦର୍ଶନ କରିଥିଲେ। ଭାରତ ବର୍ଷର କଲ୍ୟାଣ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥଲେ ରାଜନାଥ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories