www.samajalive.in
Saturday, December 13, 2025
26.1 C
Bhubaneswar

ଖୁସିଖବର! ସୁଧୁରୁଛି ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥା

ମୁମ୍ବାଇ: ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବଙ୍କ ପ୍ରଶଂସକଙ୍କ ପାଇଁ ଖୁସିଖବର। ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟୁଛି। ସୂଚନା ଅନୁଯାୟୀ, ରାଜୁଙ୍କ ମସ୍ତିଷ୍କରେ ହୋଇଥିବା ସଂକ୍ରମଣ ଧିରେ ଧିରେ କମୁଛି। ଯେଉଁଥିପାଇଁ ଡାକ୍ତରୀ ଦଳ ବର୍ତ୍ତମାନ ଭେଣ୍ଟିଲେଟର ସହାୟତା କମାଇବାକୁ ଚିନ୍ତା କରୁଛନ୍ତି।

ସୂଚନାଯୋଗ୍ୟ, ଅଗଷ୍ଟ ୧୦ ତାରିଖରେ ହୃଦଘାତ କାରଣରୁ ରାଜୁ ଶ୍ରୀବାସ୍ତବଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଏହି ୧୪ ଦିନରେ ବିଭିନ୍ନ ଉନ୍ନତି ଅବନତି ପରେ ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି। ତାଙ୍କ ଶରୀରର ସମସ୍ତ ଅଙ୍ଗ ସଠିକ୍ ଭାବରେ କାମ କରୁଛି। କିନ୍ତୁ ସେ ଏବେ ମଧ୍ୟ କୋମାରେ ଅଛନ୍ତି।

- Advertisement -

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories