www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ: ୨୦ରେ ଭୋଟ୍

ନୂଆଦିଲ୍ଲୀ: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବାକୁ ଥିବାବେଳେ ୧୩ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ। ୪ଟି ରାଜ୍ୟରେ ୬ଟି ରାଜ୍ୟସଭା ଆସନ ଖାଲିପଡିଛି। ଏସବୁ ଆସନ ପାଇଁ ୨୦ ତାରିଖରେ ଭୋଟ୍ ଗ୍ରହଣ ହେବ। ରାଜ୍ୟସଭାରୁ ସୁଜିତ୍‌ କୁମାରଙ୍କ ଇସ୍ତଫା ପରେ ଉପନିର୍ବାଚନ ଅନୁଷ୍ଠିତ ହେବ। ତେଣୁ ବିଜେପି ଏହି ଆସନରୁ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚର୍ଚ୍ଚା ବଢିଛି ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories