www.samajalive.in
Friday, December 12, 2025
17.1 C
Bhubaneswar

ଆଜି ୪ ରାଜ୍ୟରେ ହେବ ରାଜ୍ୟସଭା ନିର୍ବାଚନ; ୧୬ ଆସନ ପାଇଁ ପଡ଼ିବ ଭୋଟ୍‌

ନୂଆଦିଲ୍ଲୀ: ଆଜି ୪ ରାଜ୍ୟରେ ହେବ ରାଜ୍ୟସଭା ନିର୍ବାଚନ । ୧୬ଟି ରାଜ୍ୟସଭା ଆସନ ପାଇଁ ହରିଆଣା, ରାଜସ୍ଥାନ, ମହାରାଷ୍ଟ୍ର ଓ କର୍ଣ୍ଣାଟକରେ ଭୋଟ୍‌ ଗ୍ରହଣ ହେବ । ଏଥି ପାଇଁ ଏହି ୪ଟି ରାଜ୍ୟରେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।  ହରିଆଣାର ୨, ରାଜସ୍ଥାନର ୪, ମହାରାଷ୍ଟ୍ରର ୬ ଓ କର୍ଣ୍ଣାଟକର ୪ଟି ରାଜ୍ୟସଭା ଆସନ ଭୋଟ ଗ୍ରହଣ କରାଯିବ । ଘୋଡ଼ାବେପାର ଅଭିଯୋଗ ପାଇଁ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି । ଆଜିର ଏହି ନିର୍ବାଚନ ପ୍ରକ୍ରିୟା ସମ୍ପର୍ଣ୍ଣ ଭିଡିଓଗ୍ରାଫି ମଧ୍ୟମରେ କରାଯିବ ବୋଲି ସୂଚନା ଦିଆଯାଇଛି ।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories