www.samajalive.in
Friday, December 5, 2025
20.1 C
Bhubaneswar

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ

ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ ହେବ । ଏଥିପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଓଡ଼ିଶାରେ ଖାଲି ହେଉଥିବା ୩ଟି ଆସନ ଲାଗି ନିର୍ବାଚନ ହେବ । ବିଜେପି ନେତା ଅଶ୍ୱିନୀ ବୈଷ୍ଣବ, ବିଜେଡି ନେତା ପ୍ରଶାନ୍ତ ନନ୍ଦ ଏବଂ ଅମର ପଟ୍ଟନାୟକଙ୍କ ରାଜ୍ୟସଭା କାର୍ଯ୍ୟକାଳ ଏପ୍ରିଲ ୩ରେ ଶେଷ ହେବାକୁ ଯାଉଛି । ରାଜ୍ୟସଭା ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଜ୍ଞପ୍ତି । ଫେବ୍ରୁଆରୀ ୧୫ରେ ନାମାଙ୍କନ ଦାଖଲର ଶେଷ ତାରିଖ, ୧୬ରେ ଯାଞ୍ଚ ଏବଂ ୨୦ରେ ନାମାଙ୍କନ ପ୍ରତ୍ୟାହାର ଶେଷ ତାରିଖ ରହିଛି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories