www.samajalive.in
Monday, December 8, 2025
27.1 C
Bhubaneswar

ନିଟ୍‌ ପ୍ରଶ୍ନପତ୍ର ଲିକ୍ ମାମଲା: ମୁଖ୍ୟ ଅଭିଯୁକ୍ତ ରକି ଗିରଫ

ପାଟନା: ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ ସିବିଆଇକୁ ମିଳିଛି ବଡ଼ ସଫଳତା। ଗତ କିଛି ଦିନ ଧରି ସିବିଆଇ ଟିମ୍‌ ଯାହାକୁ ଖୋଜୁଥିଲା, ଶେଷରେ ସେ ଧରାପଡ଼ିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ରାକେଶ ରଞ୍ଜନ ଓରଫ ରକି ଗିରଫ ହୋଇଛି। ଝାଡ଼ଖଣ୍ଡରୁ ରକିକୁ ଗିରଫ କରିଛି ସିବିଆଇ। ଗୁରୁବାର ତାକୁ ପାଟନା ଅଦାଲତରେ ହାଜର କରାଯାଇଥିଲା। ଅଦାଲତ ରକିକୁ ୧୦ ଦିନିଆ ସିବିଆଇ ରିମାଣ୍ଡକୁ ପଠାଇ ଦେଇଛନ୍ତି। ରକି ନେପାଳ ପଳାଇବାକୁ ଉଦ୍ୟମ କରୁଥିବାବେଳେ ତାକୁ ଗିରଫ କରାଯାଇଥିବା କୁହାଯାଉଛି।

 

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories