www.samajalive.in
Thursday, December 11, 2025
23.1 C
Bhubaneswar

ବିଏସଏଫ ମହାନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଲେ ରାକେଶ ଆସ୍ଥାନା

ନୂଆଦିଲ୍ଲୀ: ଗୁଜରାଟ କ୍ୟାଡର ଆଇପିଏସ ଅଫିସର ତଥା ସିବିଆଇର ପୂର୍ବତନ ସ୍ବତନ୍ତ୍ର ନିର୍ଦ୍ଦେଶକ ରାକେଶ ଆସ୍ଥାନାଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି)ର ଅତିରିକ୍ତ ଜେନେରାଲ ଏବଂ ସୀମା ସୁରକ୍ଷା ବଳ (ବିଏସ୍ଏଫ୍)ର ମହାନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ସେ ବର୍ତ୍ତମାନ ବେସାମରିକ ବିମାନ ଚଳାଚଳ ସୁରକ୍ଷା ବ୍ୟୁରୋ (ବିସିଏସ୍) ର ମହାନିର୍ଦ୍ଦେଶକ ତଥା ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ (ଏନସିବି) ର ଅତିରିକ୍ତ ଚାର୍ଜରେ ଥିଲେ।

ସିବିଆଇ ବନାମ ସିବିଆଇ ମାମଲାରେ ଆସ୍ଥାନାଙ୍କ ନାମ ଚର୍ଚ୍ଚାରେ ଆସିଥିଲା । ତେବେ ଚଳିତ ବର୍ଷ ମାର୍ଚ୍ଚରେ ସିବିଆଇର ପୂର୍ବତନ ନିର୍ଦ୍ଦେଶକ ରାକେଶ ଆସ୍ଥାନା ଏବଂ ଡେପୁଟି ପୋଲିସ ଅଧୀକ୍ଷକ (ଡିଏସପି) ଦେବେନ୍ଦ୍ର କୁମାରଙ୍କୁ କ୍ଲିନ ଚିଟ ମିଳିଥିଲା। ଆସ୍ଥାନା ଏବଂ ଦେବେନ୍ଦ୍ର କୁମାରଙ୍କ ବିରୋଧରେ ପର୍ୟ୍ୟାପ୍ତ ପ୍ରମାଣ ନଥିବା ହେତୁ ସେମାନଙ୍କୁ କ୍ଲିନ ଚିଟ ଦିଆଯାଇଥିଲା ।

Hot this week

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

Related Articles

Popular Categories