www.samajalive.in
Sunday, December 7, 2025
14.1 C
Bhubaneswar

ପ୍ରଜାପିତା ବ୍ରହ୍ମକୁମାରୀ ଇଶ୍ଵରୀୟ ବିଶ୍ଵବିଦ୍ୟାଳୟ ପକ୍ଷରୁ ସବ୍ ଜେଲରେ ରକ୍ଷାବନ୍ଧନ ପାଳନ

ମ.ରାମପୁର : ଆଜି କଳାହାଣ୍ଡି ଜିଲ୍ଲା ମ.ରାମପୁରସ୍ଥିତ ସବ୍ ଜେଲରେ ପ୍ରଜାପିତା ବ୍ରହ୍ମକୁମାରୀ ଇଶ୍ଵରୀୟ ବିଶ୍ଵବିଦ୍ୟାଳୟ ମ.ରାମପୁର ଗୀତା ପାଠଶାଳା ପକ୍ଷରୁ ରକ୍ଷାବନ୍ଧନ ପାଳିତ ହୋଇଯାଇଛି। ପ୍ରଜାପତି ବ୍ରହ୍ମକୁମାରୀ ସାବିତ୍ରୀ ଭଉଣୀ ଓ ପ୍ରିୟଙ୍କା ଭଉଣୀ ମାନେ ସବ୍ ଜେଲରେ ଥିବା ଅନ୍ତେବାସୀ ମାନଙ୍କୁ ସେମାନଙ୍କ ଦୀର୍ଘାୟୁ କାମନା କରି ସେମାନଙ୍କ ହାତରେ ରାକ୍ଷୀ ବାନ୍ଧିଥିଲେ। ତାସହିତ ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିର ଛାତ୍ର ଛାତ୍ରୀ, ସିଆରପିଏଫ କ୍ୟାମ୍ପର ଯବାନ ମାନଙ୍କୁ ରାକ୍ଷୀ ବାନ୍ଧିଥିଲେ।  ଭଉଣୀ ମାନଙ୍କ ଏହି ରାକ୍ଷୀ ପାଇ ସେମାନେ ଖୁସି ଅନୁଭବ କରୁଥିବା ଦେଖିବାକୁ ମିଳିଥିଲା।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories