ରାକ୍ଷୀ ପୂର୍ଣ୍ଣିମାରେ ଉପହାରରେ ଦିଅନ୍ତୁ ନାହିଁ ଏହି ୫ଟି ଜିନିଷ..

ରାକ୍ଷୀ ପୂର୍ଣ୍ଣିମାର ଖୁବ୍‌ ମହତ୍ତ୍ୱ ରହିଛି । ଶ୍ରାବଣ ମାସର ପୂର୍ଣ୍ଣିମାରେ ରାକ୍ଷୀ ପୂର୍ଣ୍ଣିମା ପାଳନ କରାଯାଏ ।ଏହି ପର୍ବ ଭାଇ ଭଉଣୀଙ୍କ ପ୍ରେମର ପ୍ରତୀକ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧି ଥାଏ । ଭାଇ ଭଉଣୀର ରକ୍ଷା କରିବାକୁ ସଂକଳ୍ପ କରିବା ସହ କିଛି ଉପହାର ମଧ୍ୟ ଦେଇଥାଏ । ଚଳିତ ବର୍ଷ ୧୯ ଅଗଷ୍ଟରେ ରାକ୍ଷୀ ପୂର୍ଣ୍ଣିମା । ତେବେ ଏହି ଦିନ ଭଉଣୀକୁ ଉପହାରରେ କେଉଁ କେଉଁ … Continue reading ରାକ୍ଷୀ ପୂର୍ଣ୍ଣିମାରେ ଉପହାରରେ ଦିଅନ୍ତୁ ନାହିଁ ଏହି ୫ଟି ଜିନିଷ..