ସୂର୍ଯ୍ୟତିଳକ ; ରାମଲାଲାଙ୍କ ମୂର୍ତ୍ତିରେ ପଡିବ କି ପ୍ରଭାବ, ଘରେ ବି ଦେଖି ପାରିବେ ଭକ୍ତ..

ଲଖନଉ : ଏପ୍ରିଲ ୧୭ରେ ସାରା ଦେଶରେ ରାମନବମୀ ପର୍ବ ବେଶ ଧୁମଧାମରେ ପାଳନ କରାଯିବ। ରାମ ନଗରୀ ଅଯୋଧ୍ୟା ପାଇଁ ଚଳିତ ବର୍ଷ ରାମନବମୀ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ହେବାକୁ ଯାଉଛି। ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପରେ ପ୍ରଥମ ଥର ଏହି ଅବସରରେ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ପ୍ରଥମ ଥର ପ୍ରଭୁ ରାମଙ୍କର ୫ ବର୍ଷର ବାଳକ ସ୍ୱରୂପଙ୍କର ସୂର୍ଯ୍ୟତିଳକ ହେବ। ସୂର୍ଯ୍ୟୋଭିଷେକ ପାଇଁ ଅନେକ ଦିନ ପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବିରଳ … Continue reading ସୂର୍ଯ୍ୟତିଳକ ; ରାମଲାଲାଙ୍କ ମୂର୍ତ୍ତିରେ ପଡିବ କି ପ୍ରଭାବ, ଘରେ ବି ଦେଖି ପାରିବେ ଭକ୍ତ..