www.samajalive.in
Monday, December 15, 2025
26.1 C
Bhubaneswar

ସରିଲା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ

ସମାଜଲାଇଭ ଡେସ୍କ: ଅଯୋଧ୍ୟାରେ ରାମ ମନ୍ଦିର ଉଦ୍‌ଘାଟନର ଦେଢ଼ବର୍ଷରୁ ଅଧିକ ସମୟ ପରେ ସରିଲା ମନ୍ଦିର ନିର୍ମାଣ କାର୍ଯ୍ୟ। ୨୨ ଜାନୁଆରୀ ୨୦୨୪ରେ ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ଉଦଘାଟନ ସହିତ ଭାରତ ଏକ ଐତିହାସିକ ମୁହୂର୍ତ୍ତକୁ ଅନୁଭବ କରିଥିଲା। ଆଜି ପୂର୍ଣ୍ଣାଙ୍ଗ ମନ୍ଦିର ନିର୍ମାଣ କାର୍ଯ୍ୟ ସମାପ୍ତ ହୋଇଥିବା ମନ୍ଦିର କର୍ତ୍ତୃପକ୍ଷ ସାମାଜିକ ଗଣମାଧ୍ୟମ “ଏକ୍ସ”ରେ ସୂଚନା ଦେଇଛନ୍ତି । ମନ୍ଦିର କର୍ତ୍ତୃପକ୍ଷ କହିଛନ୍ତି, “ଆମେ ପ୍ରଭୁ ଶ୍ରୀରାମଙ୍କ ସମସ୍ତ ଭକ୍ତଙ୍କୁ ଏହା ଜଣାଇ ବହୁତ ଖୁସି ହେଉଛୁ ଯେ, ମନ୍ଦିର ନିର୍ମାଣ ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ସମାପ୍ତ ହୋଇଛି,” । କିଛି କାର୍ଯ୍ୟ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଯେପରିକି ୩.୫ କିଲୋମିଟର ପ୍ରାଚୀର, କର୍ତ୍ତୃପକ୍ଷ କାର୍ଯ୍ୟାଳୟ, ଅତିଥି ଗୃହ, ପ୍ରେକ୍ଷାଳୟ ଏବଂ ସଭାଗୃହ ଇତ୍ୟାଦି । ଯାହାର କୌଣସି ପ୍ରଭାବ ଭକ୍ତଙ୍କ ଉପରେ ପଡ଼ିବ ନାହିଁ ବୋଲି କର୍ତ୍ତୃପକ୍ଷ କହିଛନ୍ତି।

Hot this week

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

Related Articles

Popular Categories