www.samajalive.in
Wednesday, December 10, 2025
18.1 C
Bhubaneswar

ବ୍ଲକପ୍ରଶାସନ ପକ୍ଷରୁ ୫ଜଣ କିନ୍ନରଙ୍କୁ ଦିଆଗଲା ଭତ୍ତା

ରାମନାଗୁଡା : ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ପ୍ରଶାସନ ପକ୍ଷରୁ ୫ଜଣ କିନ୍ନରଙ୍କୁ ଭତ୍ତା ପ୍ରଦାନ କରାଯାଇଛି। ରାମନାଗୁଡା ବିଡ଼ିଓ ବେଣୁଧର ଶବର,ପଞ୍ଚାୟତ ସମିତି ଅଧ୍ୟକ୍ଷା ରଜନୀ ମାଣ୍ଡାଙ୍ଗି, ମା ମାଝିଗୈରୀ ସଂଗଠନ ଜିଲ୍ଲାସମ୍ପାଦକ ପିଙ୍କି ମହାପାତ୍ର, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସସ୍ମିତା ସାହୁ ଉପସ୍ଥିତ ରହି ଭତ୍ତା ପ୍ରଦାନ କରାଯାଇଥିଲା। ପ୍ରଶାସନ ପକ୍ଷରୁ ୧୭ଜଣ କିନ୍ନରଙ୍କୁ ଭତ୍ତା ପ୍ରଦାନ ପାଇଁ ସ୍ଥିର କରାଯାଇଥିବା ବେଳେ କରୋନା ମହାମାରୀ ଯୋଗୁଁ ୧୨ଜଣ ଉପସ୍ଥିତ ହୋଇନଥିବା କାରଣରୁ ୫ଜଣ କିନ୍ନରଙ୍କୁ ୫ଶହ ଟଙ୍କା ଲେଖାଏଁ ୨ମାସର ୧ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ଏହି ଭତ୍ତା ପ୍ରଦାନ କାର୍ୟ୍ୟକ୍ରମକୁ ସାମାଜିକ ସୁରକ୍ଷା ଅଧିକାରୀ ସସ୍ମିତା ସାହୁ ପରିଚାଳନା କରିଥିଲେ।।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories