www.samajalive.in
Saturday, December 6, 2025
16.1 C
Bhubaneswar

ରାମଚନ୍ଦ୍ର ହାଁସଦାଙ୍କ ସାମ୍ବାଦିକ ସମ୍ମିଳନୀ

ଦ୍ୱାରଶୁଣି : ମୟୁରଭଞ୍ଜ ସାଂସଦ ରାମଚନ୍ଦ୍ର ହାଁସଦା ରବିବାର ବାରିପଦାରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସେ ଏହି ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଉପରେ ବର୍ଷିଛନ୍ତି। କେନ୍ଦ୍ର ମନ୍ତ୍ରୀଙ୍କ ବକ୍ତବ୍ୟକୁ ନେଇ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୁଦ୍ଧରେ ଆଇନର ଆଶ୍ରୟ ନେବେ ବୋଲି କହିଛନ୍ତି। ଶନିବାର ପଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାରିପଦା ଗସ୍ତ ବେଳେ ଧର୍ମେନ୍ଦ୍ର ପ୍ରଧାନଙ୍କ ମଞ୍ଚରେ ଭାଷଣ ଦେବାବେଳେ ସାଂସଦ ରାମଚନ୍ଦ୍ର ହାଁସଦାଙ୍କର ନାମ ନେଇଥିବା ଅଭିଯୋଗ କରିଛନ୍ତି। ସେ ଦୁର୍ନିତି ଗସ୍ତ ସାଂସଦ ୪ବର୍ଷ ଧରି ଜେଲ ଯାଇଥିଲେ ବୋଲି କହିଥିଲେ। ଏହି ଭଳି ବକ୍ତବ୍ୟ ତାଙ୍କୁ କଷ୍ଟ ଦେଇଥିବା ରାମଚନ୍ଦ୍ର ହାଁସଦା କହିଛନ୍ତି । ଏ ନେଇ ସେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆଇନର ଆଶୟ ନେବେ ବୋଲି କହିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories