www.samajalive.in
Sunday, December 7, 2025
26.1 C
Bhubaneswar

ରାମଦେବଙ୍କ ସହଯୋଗୀ ବାଳକୃଷ୍ଣ ଏମ୍ସରେ ଭର୍ତ୍ତି

ଋଷିକେଶ : ଯୋଗଗୁରୁ ରାମଦେବଙ୍କ ଘନିଷ୍ଠ ସହଯୋଗୀତ ତଥା ପତଞ୍ଜଳି ଆୟୁର୍ବେଦ ଲିମିଟେଡର ପରିଚାଳନା ନିର୍ଦେଶକ ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ ଶୁକ୍ରବାର ଉତ୍ତରାଖଣ୍ଡ ଋଷିକେଶସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। ବଳାକୃଷ୍ଣ ପତଞ୍ଜଳି ଫେଜ୍-୧ ସ୍ଥିତ କାର୍ଯ୍ୟାଳୟରେ ଥିବାବେଳେ ହଠାତ ଅସୁସ୍ଥତା ଅନୁଭବ କରିଥିଲେ। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କର ଚିକିତ୍ସା ପରେ ଭୁମା ନିକେତଦ ହସ୍ପିଟାଲକୁ ପଠାଯାଇଥିଲା। ପରେ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ଏଠାରେ ବିଭିନ୍ନ ଡାକ୍ତରୀ ପରୀକ୍ଷା କରାଯାଇଥିବାବେଳେ ସମସ୍ତ ପ୍ରକ୍ରିୟା ସ୍ବାଭାବିକ ଥିବା ଜଣାଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories