www.samajalive.in
Saturday, December 6, 2025
23.1 C
Bhubaneswar

ସାନଖେମୁଣ୍ଡିରେ ବାଜି ମାରିଲା କଂଗ୍ରେସ, ରମେଶ ଜେନା ବିଜୟୀ

ସାନଖେମୁଣ୍ଡି :  ସାନଖେମୁଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜୟ ଲାଭ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା । ବିଜେଡି ପ୍ରାର୍ଥୀ ଗୀତାଞ୍ଜଳୀ ଦେବୀଙ୍କୁ ୧୧ ହଜାରରୁ ଅଧିକ ଭୋଟରେ ହରାଇ ରମେଶ ଜେନା ବିଜୟ ଲାଭ କରିଛନ୍ତି । ୨୦୧୯ରୁ ସେ ବିଧାୟକ ଥିବାବେଳେ ଚଳିତ ନିର୍ବାଚନରେ ପୁଣି ବିଜୟ ଲାଭ କରି ସେ ବିଧାୟକ ହୋଇଛନ୍ତି ।

ଟିଟିଲାଗଡ଼ରେ ବିଜେପିର ନବୀନ ଜୈନଙ୍କ ବିଜୟ

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories