www.samajalive.in
Saturday, December 6, 2025
23.1 C
Bhubaneswar

ଦ୍ରୌପଦୀ ବିଦ୍ୟାପୀଠରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାମନାଗୁଡା : ବିଦ୍ୟାଳୟ ପରିସରକୁ ସବୁଜ ସୁନ୍ଦର କରିବାର ଲକ୍ଷ୍ୟ ନେଇ ଆଜି ରାୟଗଡ ଜିଲା ରାମନାଗୁଡା ବ୍ଲକ ଅନ୍ତର୍ଗତ ଗୁମୁଡ଼ା ଦ୍ରୌପଦୀ ବିଦ୍ୟାପୀଠରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଉଦ୍ୟାନ ବିଭାଗ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍କୁଲ ପରିସରରେ ଉନ୍ନତ କିସମର ଆମ୍ରପଲ୍ଲୀ ଆମ୍ବ ଚାରା ରୋପଣ କରାଯାଇଥିଲା। ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ରାଜକିଶୋର ସାହୁ ,ଶିକ୍ଷକ ରାବଣା ପଟ୍ଟନାୟକ, ଜୋତିର୍ମୟୀ ପ୍ରଧାନ,ସୁଶାନ୍ତ କୁମାର ମହାପାତ୍ର,ପ୍ରିୟଦର୍ଶିନୀ ପାଲ ,ଅନୀଲ ପାତ୍ରଙ୍କ ସମେତ ପୁରାତନ ଛାତ୍ର ସିଙ୍କୁ ପଣ୍ଡା ଓ ଉଦ୍ୟାନ ବିଭାଗର ଅକ୍ଷୟ କୁମାର ପଣ୍ଡା ଉପସ୍ଥିତ ଥିଲେ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories