ମୋଦୀ କ୍ୟାବିନେଟରେ ସାମିଲ ହେଲେ ସବୁଠୁ କମ୍ ବୟସ୍କ ସାଂସଦ ରାମମୋହନ ନାଇଡୁ

ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ପରେ ଏବେ ଦେଶରେ ନୂଆ ସରକାର ‘ମୋଦୀ ୩.୦’ ର ଶପଥ ଗ୍ରହଣ ହୋଇସାରିଛି । ସନ୍ଧ୍ୟା ୭ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ମୋଦୀ ଶପଥ ଗ୍ରହଣ କରିଛନ୍ତି । ମୋଦୀଙ୍କ ସହିତ ତାଙ୍କ କ୍ୟାବିନେଟ୍ ମନ୍ତ୍ରୀମାନେ ମଧ୍ୟ ଶପଥ ନେଇଛନ୍ତି । ତେବେ ମେଣ୍ଟ ସରକାରରେ ନୂଆ ମୁହଁ ଦେଖିବାକୁ ମିଳିଛି । ଏହି ମନ୍ତ୍ରିମଣ୍ଡଳରେ ଏକ ଖାସ୍ ନାଁ ରହିଛି ଯାହାଙ୍କୁ ମୋଦୀ କ୍ୟାବିନେଟରେ ସ୍ଥାନ ମିଳିଛି । … Continue reading ମୋଦୀ କ୍ୟାବିନେଟରେ ସାମିଲ ହେଲେ ସବୁଠୁ କମ୍ ବୟସ୍କ ସାଂସଦ ରାମମୋହନ ନାଇଡୁ