www.samajalive.in
Sunday, December 14, 2025
26.1 C
Bhubaneswar

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

ରାମନାଗୁଡା: ରାୟଗଡ଼ା ଜିଲ୍ଲା ରାମନାଗୁଡା ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ଆନ୍ତର୍ଜାତୀକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ରବିଶଙ୍କର ଗମାଙ୍ଗ, ସୁଣ୍ଡିଢାମୁଣୀ ସରପଞ୍ଚ ଭାସ୍କର କାଡ୍ରାକା, ଗ୍ରାମପଞ୍ଚାୟତ ସଂପ୍ରସାରଣ ଅଧିକାରୀ ଗୋପାଳ ଚନ୍ଦ୍ର ମିଶ୍ରଙ୍କ ସହ ସମସ୍ତ ପଞ୍ଚାୟତ ସରପଞ୍ଚ ଓ ସମିତି ସଭ୍ୟ ଉପସ୍ଥିତ ଥିଲେ।ଏହି ଅବସରରେ ସଚେତନତା ସଭା କରାଯିବା ସହ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଓ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିଲା। ଏଥିରେ ୫୮ଜଣ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଔଷଧ ପ୍ରଦାନ କରାଯାଇଥିଲା। ଏଥିରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡଃ ପ୍ରଭାତ କୁମାର ଦାଶ, ଡଃ ସୁତାପା ସ୍ବାଇଁ ଏବଂ ଫାର୍ମାସିଷ୍ଟ ସନ୍ତୋଷୀନି ସାହୁ ପ୍ରମୁଖ ବରିଷ୍ଠ ନାଗରିକ ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଏହାକୁ ବିଏସ୍ଏସ୍ଓ ସସ୍ମିତା ସାହୁ ପରିଚାଳନା କରିଥିବା ବେଳେ ବ୍ଲକର ସମସ୍ତ ଅଧିକାରୀ ସହଯୋଗ କରିଥିଲେ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories