www.samajalive.in
Tuesday, December 9, 2025
26.1 C
Bhubaneswar

ବିଏସକେଓ୍ବାଇ କାର୍ଡ ସଚେତନତା ରଥର ଶୁଭାରମ୍ଭ

ରାମନାଗୁଡା: ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ସଚେତନତା ରଥର ଶୁଭାରମ୍ଭ ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଡଃ ପ୍ରଣତି ମହାପାତ୍ର ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି। ଏଥିରେ ଜନସ୍ବାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ସଂଘମିତ୍ରା ମହାପାତ୍ର, ସୁପରଭାଇଜର ହରିହର ହଲବା, ସନ୍ଧ୍ୟାରାଣୀ ହାଂସଦା ପ୍ରମୁଖ ଉପସ୍ଥିତ ଥିଲେ। ଏହି ରଥ ୫ଦିନ ଧରି ୧୨ଗୋଟି ପଞ୍ଚାୟତର ସମସ୍ତ ଗାଁ ଗାଁ ବୁଲି ବିଏସକେଓ୍ବାଇ କାର୍ଡ ସମ୍ବନ୍ଧରେ ସଚେତନ କରିବା ସହ ଲୋକଙ୍କୁ ଏ ସମ୍ବନ୍ଧରେ ଅବଗତ କରାଇବ। ଏଥିରେ ଆଶାକର୍ମୀଙ୍କ ସମେତ ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

Related Articles

Popular Categories