www.samajalive.in
Monday, December 15, 2025
15.1 C
Bhubaneswar

ଗୀତା ପାଠଶାଳାରେ ତ୍ରୀମୂର୍ତ୍ତୀ ଶିବ ଜୟନ୍ତୀ ପାଳିତ

ମ.ରାମପୁର: କଳାହାଣ୍ଡି ଜିଲା ମ.ରାମପୁରସ୍ଥିତ ଗୀତା ପାଠଶାଳାରେ ପ୍ରଜାପିତା ବ୍ରହ୍ମା କୁମାରୀ ଇଶ୍ଵରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ୮୭ତମ ତ୍ରୀମୂର୍ତ୍ତୀ ଶିବ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ବୀଣାପାଣି ସାହୁ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ କରି ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଏକ ଆଧ୍ୟାତ୍ମିକ ସଭା ଅନୁଷ୍ଠିତ ହୋଇଥିଲା।

ଏହା ସହିତ ଉପସ୍ଥିତ ସମସ୍ତେ ଶିବ ପରମାତ୍ମାଙ୍କର ଶପଥ ପାଠ କରିଥିଲେ। ଫଳରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଭବାନୀପାଟଣା ସେବା କେନ୍ଦ୍ରର ମୁଖ୍ୟ ଶଶୀ ଭଉଣୀ, ସୁବାସ ଭାଇ, କବି ଭଉଣୀ, ସୁବାସ ଭାଇ, ବାରବନ୍ଧା ସରପଞ୍ଚ ବୃନ୍ଦାବତୀ ପାଠକ ସମେତ ସ୍ଥାନୀୟ ଅଞ୍ଚଳର ଶତାଧିକ ଭାଇ ଓ ଭଉଣୀ ଯୋଗ ଦେଇଥିଲେ। ଏ‌ହି କାର୍ଯ୍ୟକ୍ରମକୁ ମ.ରାମପୁର ଗୀତା ପାଠଶାଳାର ମୁଖ୍ୟ ସାବିତ୍ରୀ ଭଉଣୀ ଓ ରିନା ଭଉଣୀ ପରିଚାଳନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories