www.samajalive.in
Tuesday, December 9, 2025
15.1 C
Bhubaneswar

ରଣପୁରରେ ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ 

ରଣପୁରଗଡ:  ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୬ତମ ଜୟନ୍ତୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ନୟାଗଡ ଜିଲା ରଣପୁର ଅଞ୍ଚଳରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସକାଳୁ ସକାଳୁ ଗାନ୍ଧୀ ମଣ୍ଡପରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ବରିଷ୍ଠ ସାମ୍ବାଦିକ ଆଚାର୍ଯ୍ୟ ବିଶ୍ୱରଞ୍ଜନ । ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ଗାନ୍ଧୀଙ୍କୁ ଆଜିର ଦିନରେ ସ୍ମରଣ କରିବା ସହ ମୁଖ୍ୟ ଅତିଥି ଶ୍ରୀ ଆଚାର୍ଯ୍ୟ ମହାତ୍ମା ଗାନ୍ଧୀଙ୍କ ଜୀବନାଦର୍ଶରେ ଅନୁପ୍ରାଣିତ ହୋଇ ଆତ୍ମନିର୍ଭରଶୀଳତା ଓ ଅହିଂସା ଗାଥା ସମ୍ପର୍କରେ ମତ ରଖିଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories