www.samajalive.in
Sunday, December 7, 2025
16.1 C
Bhubaneswar

ମୁହଁ ଖୋଲିଲେ ରଞ୍ଜୀବ ; ପିସିସି ସଭାପତି ହେବାକୁ ଆଶା ନାହିଁ

ଭୁବନେଶ୍ୱର :  କଂଗ୍ରେସର ରାଜ୍ୟ ସଭା ସାଂସଦ ରଞ୍ଜୀବ ବିଶ୍ୱାଳଙ୍କୁ କୌଣସି ଦଳ ଟଙ୍କା ଯାଚିଥିବା ଘଟଣାକୁ ସେ ପ୍ରତ୍ୟାଖାନ କରିଛନ୍ତି । ପୂର୍ବରୁ ଦଳ ବଦଳ ପାଇଁ ଆନ୍ୟ ଦଳ ପକ୍ଷରୁ ତାଙ୍କୁ ଟଙ୍କା ଯଚା ଯାଇଥିବା ଚର୍ଚ୍ଚା ହୋଇଥିଲା । ସେ କହିଛନ୍ତ ଯେତେବେଳେ ଯାଏଁ ଦଳ ଭଲ ଲାଗିବ ସେ ଦଳରେ ରହିବେ । ପିସିସି ସଭାପତି ହେବାକୁ ତାଙ୍କର ଆଶା ନାହିଁ ବୋଲି  ସେ ସ୍ପଷ୍ଟ କରିବା ସହ ବର୍ତ୍ତମାନ କଂଗ୍ରେସର ବିପର୍ଯ୍ୟୟ ଆସିଛି ବୋଲି କହିଛନ୍ତି । ତୃଣମୁଳ ସ୍ତରରେ ବିଶ୍ୱସନୀୟ ନେତାଙ୍କୁ ନେଇ ଏକଜୁଟ ହୋଇ କାମ କରିବା ଆବଶ୍ୟକତା ରହିଛି ସେ କହିଛନ୍ତି ।

Hot this week

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବଟ୍ଟ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

Related Articles

Popular Categories