www.samajalive.in
Wednesday, December 10, 2025
26.1 C
Bhubaneswar

ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଭିନ୍ନକ୍ଷମ ଯୁବକ ଗିରଫ

ସୋର : ବାଲେଶ୍ବର ଜିଲା ଖନ୍ତାପଡ଼ା ଥାନା ଅଞ୍ଚଳରେ ମଙ୍ଗଳବାର ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଭିନ୍ନକ୍ଷମ ଯୁବକ ଗିରଫ ହୋଇଥିବା ଜଣାପଡିଛି। ନାବାଳିକା(୧୩) ଜଣଙ୍କ ବଜାରକୁ ଔଷଧ ପାଇଁ ଯାଇଥିବା ବେଳେ ଭିନ୍ନକ୍ଷମ ଯୁବକ ଜଣକ ତାଙ୍କୁ ଘରକୁ ଟେକିନେଇଥିଲା। ନାବାଳିକାର ଚିତ୍କାର ଶୁଣି ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଯୁବକକୁ ଧରି ଥାନାରେ ଦେଇଥିଲେ।
ଅଭିଯୁକ୍ତ ଭିନ୍ନକ୍ଷମ ଯୁବକ ଜଣଙ୍କ ବିବାହିତ ଏବଂ ତାର ଦୁଇଟି ସନ୍ତାନ ଥିବା ସୂଚନା ମିଳିଛି।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories