www.samajalive.in
Wednesday, December 10, 2025
16.1 C
Bhubaneswar

ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଫାଶି

ବାରିପଦା : ମୟୁରଭଞ୍ଜ ଜିଲା ବାରିପଦାରେ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ବୁଧବାର ଅଭିଯୁକ୍ତକୁ ଫାଶିଦଣ୍ଡାଦେଶ  ଦିଆଯାଇଛି। ଅଭିଯୁକ୍ତକୁ ଏଡିଜେ ଅଦାଲତ ବୁଧବାର ଫାଶି ଦଣ୍ଡାଦେଶ ଶୁଣାଇଛନ୍ତି । ଅଭିଯୁକ୍ତ ଯୁବକ ଜଣଙ୍କ ଜାମିନୀକାନ୍ତ ମହାନ୍ତ।

ସୂଚନା ଯୋଗ୍ୟ, ୨୦୧୮ରେ ମୟୁରଭଞ୍ଜ ଜିଲା ବେତନଟୀ ଥାନା ଅଞ୍ଚଳରେ ଏହି ବର୍ବର କାଣ୍ଡ ଘଟିଥିଲା। ଅଭିଯୁକ୍ତ ଯୁବକ ଜଣଙ୍କ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟାକରି ରାସ୍ତାରେ ଫିଙ୍ଗି ଦେଇଥିଲା।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories