www.samajalive.in
Saturday, December 6, 2025
14.1 C
Bhubaneswar

ପୁଣି ଲଜ୍ଜା, ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

ପଟ୍ଟାମୁଣ୍ଡାଇ : କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ମଙ୍ଗଳବାର ଜଣେ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଦୁଷ୍କର୍ମ ସହ ନାବାଳିକା ଜଣଙ୍କର ଆପତ୍ତିଜନକ ଫଟୋ ଭାଇରାଲ କରାଯାଇଥିଲା। ପୀଡିତା ଜଣଙ୍କ ଆତ୍ମହତ୍ୟାର ଉଦ୍ୟମ କରି ଜୀବନରୁ ବଞ୍ଚିଯାଇଥିବା ପୀଡିତାଙ୍କ ମାଆ ଥାନାରେ ଅଭିଯୋଗ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories