ନବରଙ୍ଗପୁର : ନବରଙ୍ଗପୁର ଜିଲାରେ ଜଣେ ନାବାଳିକା ଗର୍ଭବତୀ ହୋଇଥିବା ଅଭିଯୋଗ ହୋଇଛି। ନାବାଳିକା ଜଣଙ୍କ ୭ମ ଶ୍ରେଣୀରେ ପାଠ ପଢୁଥିବା ଜଣାପଡିଛି। ୧୨ବର୍ଷର ଏହି ନାବାଳିକାଙ୍କୁ ବିବାହ ପ୍ରଳୋଭନ ଦେଖାଇ ଦୁଷ୍କର୍ମ କରିଥିବା ପାପଡାହାଣ୍ଡି ଥାନାରେ ପିଡୀତା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗ ପରେ ଅଭିଯୁକ୍ତକୁ ପୁଲିସ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ନାବାଳିକାଙ୍କର ଦୂର ସମ୍ପର୍କୀୟ ହୋଇଥିବା ସୂଚନା ମିଳିଛି।
Popular Categories



