www.samajalive.in
Monday, December 8, 2025
20.1 C
Bhubaneswar

ନ୍ୟାୟ ପାଇଁ ୨ ମାସର ଶିଶୁକୁ ଧରି ଥାନାର ଦ୍ବାରସ୍ଥ ହେଲେ ଗଣଦୁଷ୍କର୍ମ ପୀଡିତା

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ବନ୍ଧମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀ ଗଣଦୁଷ୍କର୍ମର ଅଭିଯୋଗ ଆଣିଛନ୍ତି। ଯୁବତୀ ଜଣଙ୍କ ଜଣେ ମହିଳାଙ୍କ ଘରେ ସହାୟିକା ଭାବେ କାମ କରନ୍ତି। ମାଲିକାଣୀଙ୍କ ପୁଅ ଓ ତା’ ସାଙ୍ଗ ଗତ କିଛି ବର୍ଷ ଧରି ତାଙ୍କ ସହ ଦୁଷ୍କର୍ମ କରିଥିବା ଯୁବତୀ ଜଣ ଅଭିଯୋଗ କରିଛନ୍ତି। ନ୍ୟାୟ ପାଇଁ ଯୁବତୀ ଜଣଙ୍କ ନିଜର ୨ମାସର ଶିଶୁ କନ୍ୟାକୁ ଧରି ଥାନାର ଦ୍ବାରସ୍ଥ ହୋଇଥିବା ଦେଖିବାକୁ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories