www.samajalive.in
Monday, December 15, 2025
17.1 C
Bhubaneswar

ଭୁବନେଶ୍ବରରେ ହେବ ରାପିଡ୍‌ ଆଣ୍ଟିବଡି ଟେଷ୍ଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଲୋକାଲ୍‌ କେସ୍‌ ଅଧିକ ବାହାରୁ ଥିବାରୁ ବିଏମ୍‌ସି ପକ୍ଷରୁ ଏହାକୁ ପ୍ରତିହତ କରିବା ପାଇଁ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଚଳିତ ସପ୍ତାହରୁ  ଭୁବନେଶ୍ବରରେ ରାପିଡ୍‌ ଆଣ୍ଟିବଡି ଟେଷ୍ଟ କରାଯିବ ​‌େ​ବାଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି। ଭୁବନେଶ୍ବରରେ ପ୍ରାୟ ୨୦୦୦ରୁ ୨୫୦୦ ପର୍ଯ୍ୟନ୍ତ ରାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ କରାଯିବା ପାଇଁ ଟାର୍ଗେଟ୍‌ ରହିଛି।  କେଉଁ ଅଞ୍ଚଳରେ କିଭଳି ଆଣ୍ଟିବଡ଼ି ଟେଷ୍ଟ କରାଯିବ ସେଥିପାଇଁ ଯୋଜନା ଚାଲିଛି। ତେବେ ଭୁବନେଶ୍ବରକୁ ସଟ୍‌ଡାଉନ୍‌ କରାଯିବା ନେଇ କୌଣସି ଆଲୋଚନା କରାଯାଇନାହିଁ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ପ୍ରକାଶ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories